ପ୍ରଧାନ ପୃଷ୍ଠା

ଉଇକିପିଡ଼ିଆ‌ରୁ
Jump to navigation Jump to search


ଓଡ଼ିଆ ଉଇକିପିଡ଼ିଆ
ଏକ ଖୋଲା ଜ୍ଞାନକୋଷ
Crystal Clear app tutorials.png କିପରି ଟାଇପ କରିବେ ଜାଣିବା ନିମନ୍ତେ ଏଥିରେ କ୍ଳିକ କରନ୍ତୁ

ଆଲୋଚନା ସଭାଇ-ମେଲରେ ଯୋଗାଯୋଗଲଗ ଇନ/ନୂଆ ଖାତାଟିଏ ଖୋଲିବେ

 
Communauté silhouette.svg ନୂଆ ପ୍ରସଙ୍ଗଟିଏ ଗଢ଼ିବା ଶିଖନ୍ତୁ

ନିୟମାବଳୀକିଛି ଜାଣିବା କଥାଲେଖିବାରେ ସହଯୋଗଦରକାରୀ ଗୁରୁତ୍ତ୍ୱପୂର୍ଣ୍ଣ ପ୍ରସଙ୍ଗ ତାଲିକା

ଖୋଜିବାକୁ ଚାହୁଁଥିବା ପ୍ରସଙ୍ଗର ପ୍ରଥମ ଅକ୍ଷର ଉପରେ କିମ୍ବା ଶ୍ରେଣୀ ଉପରେ କ୍ଳିକ କରନ୍ତୁ ।

୦-୯
ଶ୍ରେଣୀ କ୍ଷ ଜ୍ଞ ଶ୍ରୀ ଓଁ
ନୂଆ ପୃଷ୍ଠାର ନାମ ଲେଖନ୍ତୁ:

 ପୂର୍ବରୁ ଥିବା ପ୍ରସଙ୍ଗ ସବୁକୁ ଆପଣ ଅଧିକ ତଥ୍ୟ ଯୋଡ଼ି ଉନ୍ନତ କରିପାରିବେ ବା ନୂଆ ପ୍ରସଙ୍ଗ ତିଆରି କରିପାରିବେ

ଧ୍ରୁବୀୟ ଜ୍ୟୋତି

ଧ୍ରୁବୀୟ ଜ୍ୟୋତି (ଈଂରାଜୀରେ Aurora ବା Polar Lights ବା Northern Lights ବା Southern Lights) ଆକାଶରେ ଦୃଶ୍ୟମାନ ହେଉଥିବା ଏକ ପ୍ରକାରର ପ୍ରାକୃତିକ ଜ୍ୟୋତି । ଏହା ମୁଖ୍ୟତଃ କୁମେରୁ ବୃତ୍ତ/କୁମେରୁ ଓ ସୁମେରୁ ବୃତ୍ତ/ସୁମେରୁ ପରି ଉଚ୍ଚ ଅକ୍ଷାଂଶ ଅଞ୍ଚଳରେ ଦେଖାଯାଇଥାଏ । ଉତ୍ତର ଗୋଲାର୍ଦ୍ଧର ଧ୍ରୁବୀୟ ଜ୍ୟୋତିକୁ ଈଂରାଜୀରେ "ଔରୋରା ବୋରିଆଲିସ୍" (Aurora Borealis) ଓ ଦକ୍ଷିଣ ଗୋଲାର୍ଦ୍ଧର ଧ୍ରୁବୀୟ ଜ୍ୟୋତିକୁ “ଔରୋରା ଅଷ୍ଟ୍ରାଲିସ୍” ‍‍(Aurora Australis) ବୋଲି କୁହାଯାଏ ।

ପୃଥିବୀର ଚୁମ୍ବକୀୟ ଗୋଲକ ଯୋଗୁଁ ପୃଥିବୀ ଚାରିପଟେ ଏକ ଚୁମ୍ବକୀୟ କ୍ଷେତ୍ର ସୃଷ୍ଟି ହୁଏ । ଚୁମ୍ବକୀୟ ଗୋଲକର ଦୁଇ ମେରୁ ପୃଥିବୀର ଦୁଇ ମେରୁ ନିକଟରେ ରହିଥାଏ । ଏହି ଚୁମ୍ବକୀୟ ଗୋଲକ ଦୁଇ ମେରୁ ନିକଟରେ ସୀମିତ ଓ ଦୁର୍ବଳ । କିନ୍ତୁ ସୁମେରୁ ବୃତ୍ତରୁ କୁମେରୁ ବୃତ୍ତ ମଧ୍ୟରେ ଚୁମ୍ବକୀୟ କ୍ଷେତ୍ର ବିସ୍ତୃତ । ସୌର ପ୍ରବାହ ସମୟରେ ସୂର୍ଯ୍ୟରୁ ପୃଥିବୀ ଆଡକୁ ଆସୁଥିବା ଆୟନ୍, ଇଲେକ୍ଟ୍ରନ୍ ଓ ପ୍ରୋଟୋନ୍ ରୂପୀ ଚାର୍ଜ୍ କଣିକାମାନ ପୃଥିବୀର ବାୟୁମଣ୍ଡଳରେ ପ୍ରବେଶ କରିବାକୁ ଚେଷ୍ଟା କରନ୍ତି । ପୁରା ପଢନ୍ତୁ...

ଏଇଟି ଗତବର୍ଷ ପୁରୁଣା ବଛା ଲେଖା, ନୁଆ ତିଆରି କରନ୍ତୁ


ଅପ୍ରେଲ

ଜନ୍ମ

ମୃତ୍ୟୁ

ପର୍ବପର୍ବାଣୀ

କୀଚକେଶ୍ୱରୀ ମନ୍ଦିର
କୀଚକେଶ୍ୱରୀ ମନ୍ଦିର
ସ୍ଵତ୍ତ୍ଵାଧିକାରୀ: Paramanu Sarkar
ଏହା ଗତବର୍ଷର ପୁରୁଣା ଫଟୋ । ନୂଆ ଚୟନକରନ୍ତୁ

ପଚରାଯାଇଥିବା ପ୍ରଶ୍ନର ଉତ୍ତର ଶିକ୍ଷଣ ଖୋଲା ଏଡ଼ିଟର

ମେଟା-ଉଇକି ମେଟା-ଉଇକି (ଉଇକିମିଡ଼ିଆ ପ୍ରକଳ୍ପର ପରିଚାଳନା)    କମନ୍ସ ଉଇକିକମନ୍ସ (ମାଗଣା ମାଧ୍ୟମର ଭଣ୍ଡାର)    Wikidata ଉଇକିଡାଟା (ଖୋଲା ତଥ୍ୟ ଭଣ୍ଡାର)    ଉଇକିଅଭିଧାନ ଉଇକିଅଭିଧାନ (ଶବ୍ଦକୋଷ ଓ ବିଶେଷଣ ପୋଥି)    ଉଇକିକଥା ଉଇକିକଥା (ଢଗଢମାଳି ଓ ବିଶେଷ କଥା)    ଉଇକିପାଠାଗାର ଉଇକିପାଠାଗାର (ମାଗଣା ପଢ଼ାଘର)    ଉଇକି ସମ୍ବାଦ ଉଇକି ସମ୍ବାଦ (ଖୋଲା ସମ୍ବାଦ)    ଉଇକିପୋଥି ଉଇକିପୋଥି (ମାଗଣା ପଢ଼ାବହି ଓ ମାନୁଆଲ)    ଉଇକିସ୍ପିସିସ ଉଇକିସ୍ପିସିସ (ଜାତିମାନଙ୍କର ତାଲିକା)    ଉଇକିମହାବିହାର ଉଇକି ମହାବିହାର (ମାଗଣା ଶିକ୍ଷଣ ଓ ଉପକରଣ)    ଉଇକିଭ୍ରମଣ ଉଇକିଭ୍ରମଣ (ଖୋଲା ଭ୍ରମଣ-ପୁସ୍ତିକା)

 ଉପରକୁ ଯିବେପୁନ ଲୋଡ଼ଉଇକିମିଡ଼ିଆ ଭାରତ ପୋର୍ଟାଲପରିସଂଖ୍ୟାନଆଲୋଚନା ସଭାଯୋଗାଯୋଗFacebook icon.svg ଫେସବୁକTwitter.svg ଟୁଇଟର